କୋଲକାତା ନାଇଟ ରାଇଡ଼ର୍ସକୁ ୮ ଓ୍ୱିକେଟରେ ହରାଇଲା ମୁମ୍ବାଇ ଇଣ୍ଡିଆନ୍ସ

କୋଲକାତା ନାଇଟ ରାଇଡ଼ର୍ସକୁ ୮ ଓ୍ୱିକେଟରେ ହରାଇଲା ମୁମ୍ବାଇ ଇଣ୍ଡିଆନ୍ସ

ଦୁବାଇ: ଇଣ୍ଡିଆନ ପ୍ରିମିୟର ଲିଗର ୩୨ତମ ମ୍ୟାଚ ଖେଳାଯାଇଛି । ଏହି ମ୍ୟାଚରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟରାଇଡର୍ସ ମଧ୍ୟରେ ମୁକାବିଲା ଦେଖିବାକୁ ମିଳିଛି ।ଏହି ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ ୮ ୱିକେଟରେ ବିଜୟୀ ହୋଇଛି ।ପ୍ରଥମେ ବ୍ୟାଟିଂ କରି କୋଲକାତା ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ଵିକେଟ୍ ହରାଇ ୧୪୮ରନ କରିଥିଲା। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ୧୬.୫ ଓଭରେ ୧୪୯ରନ କରିଥିଲା।