ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ

ଭୁବନେଶ୍ୱର: କରୋନାରେ ସଙ୍ଗୀତ ନିର୍ଦ୍ଦେଶକ ଅମରେନ୍ଦ୍ର ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱରରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ । ଆଜି ସକାଳେ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକଙ୍କ ସୂଚନା ।