ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝିଙ୍କୁ କରୋନା ଚିହ୍ନଟ

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝିଙ୍କୁ କରୋନା ଚିହ୍ନଟ

ଆଜି ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝି କରୋନା ଆକ୍ରାନ୍ତ ହୋଇଛନ୍ତି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ସୂଚନା ଦେଇଛନ୍ତି । ଏହାସହ ସେ ହୋମ ଆଇସୋଲେସନରେ ରହିବା ସହ ସୁସ୍ଥ ଅଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ତୁରନ୍ତ ନିଜର କରୋନା ଟେଷ୍ଟ କରାଇ ନେବାକୁ ରମେଶ ଅନୁରୋଧ କରିଛନ୍ତି ।