ଶପଥ ନେଲେ ନୂଆ CJI

ସୁପ୍ରିମକୋର୍ଟର ୫୧ ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି । ଜଷ୍ଟିସ୍ ଖାନ୍ନା ପ୍ରଧାନ ବିଚାରପତି ପଦରେ ୬ ମାସ ଅର୍ଥାତ୍ ୨୦୨୫ ମେ’ ମାସ ୧୩ ତାରିଖ ପର୍ଯ୍ୟନ୍ତ ରହିବେ ।

Comments (0)
Add Comment