ଆଜି କରୋନା ନେଲା ୧୭ ଜୀବନ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଆଜି କରୋନା ନେଲା ୧୭ ଜୀବନ, ୮୫୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର:  ଆଜି ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।