ରାଜ୍ୟରେ ଆଜି ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆଜି ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରୁ ପୁଣି ୨୪ ଘଣ୍ଟାରେ ୪ ହଜାର ୨୦୮ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୨ ସଙ୍ଗରୋଧ କେନ୍ଦ୍ରରୁ ଓ ୧୭୪୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୦୯୬ ରେ ପହଞ୍ଚିଛି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।