ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୩୧୫ ଆକ୍ରାନ୍ତ

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୧୩୧୫ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୦୦୪୭୪କୁ ବୃଦ୍ଧି ପାଇଛି । ଏନେଇ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ଵିଟ୍ ଯୋଗେ ମଙ୍ଗଳବାର ଏହାର ସୂଚନା ଦିଆଯାଇଛି ।