ଆଜି ରାଜ୍ୟରେ କୋରୋନା ନେଲା ୧୧ ଜୀବନ, ୭୨୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଆଜି ରାଜ୍ୟରେ କୋରୋନା ନେଲା ୧୧ ଜୀବନ, ୭୨୧ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଜି କୋରୋନା ନେଇଛି ୧୧ ଜୀବନ । ମୋଟ ମୃତ୍ୟୁ ସଂଖ୍ୟା ୭୨୧ କୁ ବୃଦ୍ଧି ପାଇଛି । ଆଜି ବାଲେଶ୍ୱର ଜିଲ୍ଲାରୁ ୨ ଜଣ,  ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୨ ଜଣ , ଖୋର୍ଦ୍ଦା ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଛି । ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।