ରାଜ୍ୟରେ କରୋନା ନେଲା ୧୬ ଜୀବନ, ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି

ରାଜ୍ୟରେ କରୋନା ନେଲା ୧୬ ଜୀବନ, ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ୧୬ ମୃତକଙ୍କ ମଧ୍ୟରୁ ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଳାହାଣ୍ଡି, ମୟୁରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଝାରସୁଗୁଡା, ସୁନ୍ଦରଗଡରୁ ଜଣେ ଲେଖାଏଁ ରହିଛନ୍ତି ।