ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୨୪୨୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୪୨୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦୦୬ ସ୍ଥାନୀୟ ଆକ୍ରାନ୍ତ ଅଛନ୍ତି । ସେହିପରି ୧୪୧୭ ଜଣଙ୍କୁ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ କରାଯାଇଛି । ଏହା ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୪୬୬୨ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।