ରାଜ୍ୟର ଚିହ୍ନଟ ହେଲେ ୨୬୦୪ କରୋନା ପଜିଟିଭ

ରାଜ୍ୟର ଚିହ୍ନଟ ହେଲେ ୨୬୦୪ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଆଜି ୨୬୦୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୫୧୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୯,୫୪୧କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।