ରାଜ୍ୟରୁ ଆଜି ୨୬୧୭ କରୋନା ପଜିଟିଭ ଚିହ୍ନଟ

ରାଜ୍ୟରୁ ଆଜି ୨୬୧୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ୨୬୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୨୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୦୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।