ଆଜି ରାଜ୍ୟରୁ ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରୁ ୩୪୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରୁ ଆଜି ଚିହ୍ନଟ ହୋଇଛନ୍ତି ୩୪୪୩ ନୂଆ କରୋନା ସଂକ୍ରମିତ। ସେଥିମଧ୍ୟରୁ ୨୦୧୭ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ବାକି ୧୪୨୬ ଜଣ ଲୋକାଲ୍ କଣ୍ଟାକ୍ଟ ବୋଲି ସୂଚନା ମିଳିଛି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯୧୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।