ରାଜ୍ୟରେ ୨୪ ଘଣ୍ଟାରେ ୩୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।  ସେପଟେ କରୋନାରେ ଆଉ ୫ ଜଣ ହାରିଲେ ଜୀବନ ।

ରାଜ୍ୟରେ ୨୪ ଘଣ୍ଟାରେ ୩୫୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ।  ସେପଟେ କରୋନାରେ ଆଉ ୫ ଜଣ ହାରିଲେ ଜୀବନ ।

ଭୁବନେଶ୍ୱର: ରାଜ୍ୟରେ ଆଜି ପୁଣି ୩୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୦୩ ଓ ଲୋକାଲ କେଲ ରହିଛି ୧୪୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୧୪୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୨୪ ଘଣ୍ଟା ମଧ୍ୟରେ  ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୨୫କୁ ବୃଦ୍ଧି ପାଇଛି ।