ଆଜି ରାଜ୍ୟରୁ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରୁ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ୩୦ ଜିଲ୍ଲାରୁ ୩୬୦୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୦୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୧ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୬,୩୩୪ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।