ରାଜ୍ୟର ୩୦ ଜିଲ୍ଲାରୁ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟର ୩୦ ଜିଲ୍ଲାରୁ ଆଜି ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ ୩୦ ଜିଲ୍ଲାରୁ ୩୭୪୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୧୦ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୮ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୫୧୩୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।