ଆଜି ରାଜ୍ୟର ୩୯୧୩ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟର ୩୯୧୩ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟର ୩୦ ଜିଲ୍ଲାରୁ ପୁଣି ୩୯୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୧୫୬୫ ଜଣ ଓ କ୍ୱାରେଣ୍ଟାଇନରୁ ୨୩୪୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।