ଆଜି ରାଜ୍ୟର ସର୍ବାଧିକ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟର ସର୍ବାଧିକ ୪୧୯୮ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟର ଆଜି ସର୍ବାଧିକ ୪,୧୯୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୬ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୫,୦୦୫ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।