ଆଜି ରାଜ୍ୟର ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟର ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୪୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୫୫୫୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।