ଆଜି ରାଜ୍ୟର ୪୨୭୦ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟର ୪୨୭୦ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟର ୪୨୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।