ରାଜ୍ୟର ଆଜି ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ

ରାଜ୍ୟର ଆଜି ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ରାଜ୍ୟରେ ୪୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୫୧୭ସଙ୍ଗରୋଧ କେନ୍ଦ୍ରରୁ ଓ ୧ହଜାର ୮୨୩ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏହାସହ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସହ ୧,୯୬,୮୮୮ ରେ ପହଞ୍ଚିଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।