୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ

୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୩୦ ଜିଲ୍ଲାରୁ ୪୩୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୫୨୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୮୨୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ୧୫୬୫୪୩୨ ଜଣ ସୁସ୍ଥ ହୋଇଥିବାବେଳେ ୩୯୧୮୪ ଆକ୍ଟିଭ ମାମଲା ରହିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।