ଆଜି ଆଉ ୯ ଜୀବନ ନେଲା ମହାମାରୀ କରୋନା, ଆଜି ସୁଦ୍ଧା ଜୀବନ ହାରିଲେଣି ୬୯୧

ଆଜି ଆଉ ୯ ଜୀବନ ନେଲା ମହାମାରୀ କରୋନା, ଆଜି ସୁଦ୍ଧା ଜୀବନ ହାରିଲେଣି ୬୯୧

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।