ଆଜି ରାଜ୍ୟରେ ଦିନକରେ ସର୍ବାଧିକ ୪,୩୩୦ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ଦିନକରେ ସର୍ବାଧିକ ୪,୩୩୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,: ରାଜ୍ୟରେ ଆଜି ସର୍ବାଧିକ ୪୩୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୫୫୬ ଓ ସ୍ଥାନୀୟ ଅଞ୍ଚଳରୁ ୧୭୭୪ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୯୮୮୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।