ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ସଂକ୍ରମିତ

ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ସଂକ୍ରମିତ

ରାଜ୍ୟରେ ଦିନକୁ ଦିନ ବଢିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ସଂକ୍ରମିତ ହୋଇଛନ୍ତି । କୌଣସି ଲକ୍ଷଣ ନଥାଇ ବି ମନ୍ତ୍ରୀ କରୋନା ପଜିଟିଭ୍ ହୋଇଛନ୍ତି । ଡାକ୍ତରଙ୍କ ପରାମର୍ଶରେ ଏବେ ମନ୍ତ୍ରୀ ହୋମ୍ ଆଇସୋଲେସନରେ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ ପାଇଁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।