ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୨୫୭୭ ଆକ୍ରାନ୍ତ । ସୁସ୍ଥ ଲୋକଙ୍କ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨କୁ ବୃଦ୍ଧି

ରାଜ୍ୟରେ କୋରୋନାରୁ ସୁସ୍ଥ ହେଲେ ଆଉ ୨୫୭୭ ଆକ୍ରାନ୍ତ । ସୁସ୍ଥ ଲୋକଙ୍କ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି  । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨, ୩୦, ୨୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।