ମହାପ୍ରଭୁ ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ପୂର୍ବରୁ ସେବାୟତଙ୍କ କୋଭିଡ ଟେଷ୍ଟ କରାଯାଇଛି

ମହାପ୍ରଭୁ ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ପୂର୍ବରୁ ସେବାୟତଙ୍କ କୋଭିଡ ଟେଷ୍ଟ କରାଯାଇଛି

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ଚନ୍ଦନ ଯାତ୍ରା ପୂର୍ବରୁ ସେବାୟତଙ୍କ କୋଭିଡ ଟେଷ୍ଟ କରାଯାଇଛି । ଚାପଖେଳ ପୂର୍ବରୁ ସେବାୟତଙ୍କ କୋଭିଡ ଟେଷ୍ଟ ବାଧ୍ୟତାମୂଳକ କରିଥିଲା ବିଏମସି । ଲିଙ୍ଗରାଜ ମନ୍ଦିର ଅଫିସରେ ୩୦ ସେବାୟତ ଓ କର୍ମଚାରୀଙ୍କ କୋଭିଡ ଟେଷ୍ଟ ହୋଇଛି । କୋରୋନା କଟକଣା ମଧ୍ୟରେ ଅକ୍ଷୟ ତୃତୀୟାରୁ ୨୨ ଦିନ ଧରି ବିନ୍ଦୁ ସାଗରରେ ଚାପ ଖେଳ ଆରମ୍ଭ ହେବ ।