ରାଜ୍ୟରେ ୧୪ ଜୀବନ ନେଲା କରୋନା, ୧୧୩୫ରେ ପହଁଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ରାଜ୍ୟରେ ୧୪ ଜୀବନ ନେଲା କରୋନା, ୧୧୩୫ରେ ପହଁଚିଲା ମୋଟ୍ ମୃତକଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରେ  ଆଉ ୧୪ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି୧୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୨, ମୟୂରଭଞ୍ଜ, ପୁରୀ, ଢେଙ୍କାନାଳ, କନ୍ଧମାଳ, ବଲାଙ୍ଗୀର, ସମ୍ବଲପୁରରୁ ଜଣେ ଲେଖାଏଁ  ରହିଛନ୍ତି ।