ଗତ ୨୪ ଘଣ୍ଟା ମଧ୍ୟରେ ୧୪ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତିା

ଗତ ୨୪ ଘଣ୍ଟା ମଧ୍ୟରେ ୧୪ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତିା

ଭୁବନେଶ୍ୱର: ରାଜ୍ୟରେ  ଆଜି  ଆଉ ୧୪ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୧୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।