ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫ ଜଣ କରୋନା ଆକ୍ରାନ୍ତ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୪୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।