ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣଙ୍କ ମୃତ୍ୟୁ ଘଟିଛିି

ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣଙ୍କ ମୃତ୍ୟୁ ଘଟିଛିି

ଭୁବନେଶ୍ୱର: ରାଜ୍ୟରେ୨୪ ଘଣ୍ଟା ମଧ୍ୟରେ ୧୫ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।