ଆଜି ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟ

ଆଜି ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୬ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ୫ ଜଣ, ବରଗଡ ଜିଲ୍ଲାରୁ ୩ ଜଣ, ଝାରସୁଗୁଡା ଜିଲ୍ଲାରୁ ୨ ଜଣ, ଦେବଗଡ, ଖୋର୍ଦ୍ଧା, ମୟୁରଭଞ୍ଜ, ନୟାଗଡ, ପୁରୀ ଏବଂ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।