ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା, ମୋଟ ମୃତକ ୧୭୦୪

ରାଜ୍ୟରେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା, ମୋଟ ମୃତକ ୧୭୦୪

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି ପୁରୀ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, ଅନୁଗୋଳ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ, କଳାହାଣ୍ଡି ଏବଂ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ମୃତ୍ୟୁବରଣ କରିଛନ୍ତି ।