ଆଜି ରାଜ୍ୟରେ ୯ ଜୀବନ ନେଲା କରୋନା, ମୃତକଙ୍କ ସଂଖ୍ୟା ୧୩୪୦ରେ ପହଞ୍ଚିଲା

ଆଜି ରାଜ୍ୟରେ ୯ ଜୀବନ ନେଲା କରୋନା, ମୃତକଙ୍କ ସଂଖ୍ୟା ୧୩୪୦ରେ ପହଞ୍ଚିଲା

ଭୁବନେଶ୍ବର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୯ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।