ୟଶ ମୁକାବିଲା: ୫ ଜିଲ୍ଲା ପାଇଁ ୫ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ

ୟଶ ମୁକାବିଲା: ୫ ଜିଲ୍ଲା ପାଇଁ ୫ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ

ଭୁବନେଶ୍ୱର: ବାତ୍ୟା ୟଶ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ହୋଇଛନ୍ତି ସବୁ ପ୍ରକାର ଆଗୁଆ ପଦକ୍ଷେପ ନେଇଛନ୍ତି  ପ୍ରଭାବିତ ଆଶଙ୍କା ଥିବା ୫ଟି ଜିଲ୍ଲାରେ ମୁକାବିଲା ପାଇଁ ଜଣ ବରିଷ୍ଠ ଆଇଏଏସ୍ ଅଫିସରଙ୍କୁ ଦାୟିତ୍ୱ ଦେଇଛନ୍ତି ସରକାର କେନ୍ଦ୍ରାପଡା ଜିଲ୍ଲା ପାଇଁ ହେମନ୍ତ ଶର୍ମା, ଜଗତସିଂହପୁର ଜିଲ୍ଲା ଦାୟିତ୍ୱରେ ରହିବେ ଶାଶ୍ୱତ ମିଶ୍ର ସେହିପରି ଭଦ୍ରକ ପାଇଁ ଭିଭି ଯାଦବ, ବାଲେଶ୍ୱର ଜିଲ୍ଲା ପାଇଁ ବିଶାଲ ଦେବ ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱରେ ରହିବେ ସୁରେଶ ବଶିଷ୍ଟ ୨୬ ତାରିଖ ମଧ୍ୟାହ୍ନରେ ଉତ୍ତର ଓଡ଼ିଶାପଶ୍ଚିମବଙ୍ଗ ଉପକୂଳର ପାରାଦୀପସାରଗ ଦ୍ୱୀପ ମଝିରେ ବାତ୍ୟା ଲାଣ୍ଡଫଲ୍ କରିବ ବୋଲି ପୂର୍ବାନୁମାନ କରିଛି ଆଇଏମଡି ଏହାର ପ୍ରଭାବ ବିଶେଷ ଭାବରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ମୟୁରଭଞ୍ଜ ଜିଲ୍ଲାକୁ ରହିବ