ଆଜି ରାଜ୍ୟରେ ସୁସ୍ଥ ହେଲେ ୪, ୫୮୭ଜଣ କରୋନା ଆକ୍ରାନ୍ତ

ଆଜି ରାଜ୍ୟରେ ସୁସ୍ଥ ହେଲେ ୪, ୫୮୭ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୪ ହଜାର ୫୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।