ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୨ କରୋନା ଚିହ୍ନଟ

ସୁନ୍ଦରଗଡ଼ରୁ ସର୍ବାଧିକ ୧୯୨୨ କରୋନା ଚିହ୍ନଟ

 ଭୁବନେଶ୍ୱର: ରାଜ୍ୟରେ ଆଜି ୨୪ ଘଣ୍ଟାରେ ରାଜ୍ୟରେ ୧୧ ହଜାର ୮୦୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ହଜାର ୯୨୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ହଜାର ୫୧୦ ନୂଆ ମାମଲା ସହ ଦ୍ୱିତୀୟ ସ୍ଥାନରେ ରହିଛି ଖୋର୍ଦ୍ଧା।ସେହିପରି ଗତ ୨୪ ଘଣ୍ଟାରେ ରାଜ୍ୟରେ କରୋନା ଆକ୍ରାନ୍ତରେ ୨୧ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ହଜାର ୧୬୧ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ,୬୧୩ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ,୧୯୪ ଜଣ ଲୋକାଲ୍‌ କେସ୍‌ ବୋଲି ସୂଚନା ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ସେହିପରି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୫୬୦, ବାଲେଶ୍ୱରରୁ ୨୬୦, ବରଗଡ଼ରୁ ୪୨୮, ଭଦ୍ରକରୁ ୮୩, ବଲାଙ୍ଗିରରୁ ୪୩୭, ବୌଦ୍ଧରୁ ୧୭୮କଟକରୁ ,୦୫୨, ଦେବଗଡ଼ରୁ ୧୧୫, ଢେଙ୍କାନାଳରୁ ୧୭୭, ଗଜପତିରୁ ୧୦୫, ଗଞ୍ଜାମରୁ ୩୪୧, ଜଗତସିଂହପୁରରୁ ୧୩୪, ଯାଜପୁରରୁ ୩୦୨, ଝାରସୁଗୁଡ଼ାରୁ ୪୨୧, କଳାହାଣ୍ଡିରୁ ୪୦୨, କନ୍ଧମାଳରୁ ୯୨, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୨୩୧ଖୋର୍ଦ୍ଧାରୁ ,୫୧୦, କୋରାପୁଟରୁ ୧୨୨, ମାଲକାନଗିରିରୁ ୭୦, ମୟୂରଭଞ୍ଜରୁ ୧୭୫, ନବରଙ୍ଗପୁରରୁ ୪୧୯, ନୟାଗଡ଼ରୁ ୨୦୪, ନୂଆପଡ଼ାରୁ ୨୮୬, ପୁରୀରୁ ୪୫୪, ରାୟଗଡ଼ାରୁ ୧୩୮, ସମ୍ବଲପୁରରୁ ୫୩୩, ସୋନପୁରରୁ ୨୧୦ସୁନ୍ଦରଗଡ଼ରୁ ,୯୨୨  ଷ୍ଟେଟ୍‌ ପୁଲ୍‌ରୁ ୩୦୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ,୨୪,୨୦୭ରେ ପହଞ୍ଚିଛି