ବସ୍‌ ମାଲିକଙ୍କୁ ୫ ଲକ୍ଷ ୬୬ ହଜାର ଟଙ୍କା ଫାଇନ୍‌

ବସ୍‌ ମାଲିକଙ୍କୁ ୫ ଲକ୍ଷ ୬୬ ହଜାର ଟଙ୍କା ଫାଇନ୍‌

ଭୁବନେଶ୍ୱର: ଏକ ଯାତ୍ରୀବାହୀ ବସ୍‌ର ମାଲିକଙ୍କୁ ୫,୬୬,୯୮୧ ଟଙ୍କା ଫାଇନ୍‌ କରାଯାଇଛି। ୨୦୧୯ ମେ’ରୁ ଏଯାଏ MV ଟ୍ୟାକ୍ସ ଦିଆଯାଇ ନ ଥିବାରୁ RTO-୨ ଭୁବନେଶ୍ୱର ଏହି ଜରିମାନା କରିଥିବା ସୂଚନା ମିଳିଛି।

ବସ୍‌ଟି(OD10 F0409) କୋରାପୁଟରୁ ଭୁବନେଶ୍ୱର ଚଳାଚଳ କରୁଥିଲା। ବସ୍‌ଟିର ବୈଧ ଷ୍ଟେଜ୍‌ କ୍ୟାରେଜ୍ ପରମିଟ୍ ନ ଥିବା ମଧ୍ୟ ସୂଚନା ମିଳିଛି।