ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧାର ମାନ୍ୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ସାମ୍ବାଦିକଙ୍କୁ କୋଭିଡ ଯୋଦ୍ଧାର ମାନ୍ୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସାମ୍ବାଦିକଙ୍କୁ ସମୁଖ କୋଭିଡ ଯୋଦ୍ଧାର ମାନ୍ୟତା ପ୍ରଦାନ ନେଇ ଘୋଷଣା କଲେ, ରାଜ୍ୟର ୬ ହଜାର ୯୪୪ କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳିଲା ମାନ୍ୟତା