ଅତଡା ଧସି ୩ ମହିଳା ମୃତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଅତଡା ଧସି ୩ ମହିଳା ମୃତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ପଟାଙ୍ଗୀ ପଡାଗୁଡା ନିକଟରେ ଚୂନମାଟି ଅତଡା ଖସି ୩ ମୃତ ଘଟଣା । ମୃତକଙ୍କ ପରିବାରକୁ ୫ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା । ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆହତଙ୍କ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ