ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି

ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ୱର : ଆଜି ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ । ଅପରାହ୍ଣରେ କଟକ ଶାରଳା ଭବନ ଯାଇ ଆଦି କବି ସାରଳା ଦାସଙ୍କ ୬ଶହ ତମ ଜୟନ୍ତୀ କାର୍ଯ୍ୟକ୍ରମରେ ଯେଗାଦେବେ । ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଉପରାଷ୍ଟ୍ରପତି ଆସନ୍ତାକାଲି ଉକ୍ରଳ ବିଶ୍ୱବିଦ୍ୟାଳୟର ୫୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଉପରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଟ୍ୱିନସିଟିରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।