ଓଡିଶାରେ ଲାଗୁ ହେଲା ସପ୍ତାହାନ୍ତ ସଟଡାଉନ୍

ଓଡିଶାରେ ଲାଗୁ ହେଲା ସପ୍ତାହାନ୍ତ ସଟଡାଉନ୍

ଭୁବନେଶ୍ୱର୧୯ ।୪ : ଓଡିଶାରେ ଲାଗୁ ହୋଇଛି ସପ୍ତାହାନ୍ତ ସଟଡାଉନ୍ । ରାଜ୍ୟରେ କରୋନା ସଂକ୍ରମଣ ବଢି ବଢ଼ି ଚାଲିଥିବା ବେଳେ ଆଜି ଏସଆରସି ଏକ ଗୁରୁତ୍ୱପୁର୍ଣ୍ଣ ସୁଚନା ଦେଇଛନ୍ତି । ସବୁ ସହରାଞ୍ଚଳରେ ଶନିବାର ଓ ରବିବାର ସଟଡାଉନ୍ ରହିବ ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୁଚନା ଦେଇଛନ୍ତି । ଏହି ସମୟରେ ଅତ୍ୟାବଶ୍ୟକ କାର୍ଯ୍ୟକୁ ଛାଡି ଦେଲେ ବାକି ସବୁ ବନ୍ଦ ରହିବ ।