ଆଜି ରାଜ୍ୟରେ ୩,୬୩୧ କରୋନା ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ୩,୬୩୧ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ହାର କ୍ରମଶଃ ନିମ୍ନମୁଖୀ ହେବାରେ ଲାଗିଛି ପୂର୍ବରୁ ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଥିଲା ବର୍ତ୍ତମାନ ଲକଡାଉନର ପ୍ରଭାବ ରାଜ୍ୟରେ କିଛିମାତ୍ରାରେ ପଡ଼ୁଥିବା ଲକ୍ଷ୍ୟ କରାଯାଉଛି ଏହା ମଧ୍ୟରେ ଆଜି ପୁଣି ,୬୩୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ,୦୬୯ ସ୍ଥାନୀୟ ଅଞ୍ଚଳରୁ ,୫୬୨ ଜଣ ଚିହ୍ନଟ ହୋଇଛନ୍ତି ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷ ୬୬ ହଜାର ୬୯୨ରେ ପହଞ୍ଚିଛି ରାଜ୍ୟରେ ସୁସ୍ଥ ସଂଖ୍ୟା ଲକ୍ଷ ୧୭ ହଜାର ୩୫୯ ରହିଥିବା ବେଳେ ୪୫ ହଜାର ୮୦୯ ଜଣ ଚିକିତ୍ସିତ ହେଉଛନ୍ତି ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୦୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ଏନେଇ ସୂଚନା ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି