ଆଜି ରାଜ୍ୟରେ ଆଉ ୮ ଜୀବନ ନେଲା କରୋନା, ୫୨୨ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା

ଆଜି ରାଜ୍ୟରେ ଆଉ ୮ ଜୀବନ ନେଲା କରୋନା, ୫୨୨ରେ ପହଞ୍ଚିଲା ମୋଟ ମୃତ୍ୟୁ ସଂଖ୍ୟା

ଆଜି ରାଜ୍ୟରେ ଆଉ ୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଓ କଟକ ଜିଲ୍ଳାରୁ ୨ଜଣ , ବାଲେଶ୍ୱର, ଖୋର୍ଦ୍ଧା ଓ କନ୍ଧମାଳରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।