ଆଜି ରାଜ୍ୟର ୩୦ ଜିଲ୍ଲାରୁ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟର ୩୦ ଜିଲ୍ଲାରୁ ଆଜି ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ରାଜ୍ୟରେ  ୩୦ ଜିଲ୍ଲାରୁ ୩୭୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ଅଞ୍ଚଳରୁ ୧୫୮୬ ଓ ସଙ୍ଗରୋଧ କେନ୍ଦ୍ରରୁ ୨୧୯୧ଜଣ ଚିହ୍ନଟ ହୋଇଛନ୍ତି ।  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୬୮୯୪କୁ ବୃଦ୍ଧି ପାଇଛି ଓଡ଼ିଶାରେ । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।