ଆଜି ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ୮ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଆଜି ରାଜ୍ୟରେ ୩୮୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୪୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୮ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୪ ଜଣ, ଖୋର୍ଦ୍ଧା, କୋରାପୁଟ , ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।