ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ

ଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଗଜପତି ମହାରାଜାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ । ଏଥିରେ ରତ୍ନଭଣ୍ଡାର ଖୋଲିବା ନେଇ ନିଷ୍ପତ୍ତି ନିଆଯାଇପାରେ । ରାଜ୍ୟ ସରକାରଙ୍କ ପକ୍ଷରୁ ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ ରତ୍ନଭଣ୍ଡାର ଯାଞ୍ଚ କମିଟି ଆଗାମୀ ୧୪ ତାରିଖ ଦିନ ଭଣ୍ଡାର ଘର ଖୋଲିବା ପାଇଁ ନେଇଥିବା ନିଷ୍ପତି ଉପରେ ଆଲୋଚନା କରାଯିବ।