Quantum Mirror

ଆଜି ଅପରାହ୍ଣ ୫ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ଘୋଷଣା

ଆଜି ଅପରାହ୍ଣ ୫ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବପୂର୍ଣ୍ଣ ଘୋଷଣା

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଯୋଗୁଁ ଅନେକ ଲୋକେ ନିଜର ଧନ ଜୀବନ ହରାଇସାରିଛନ୍ତି । ଏବେବି ରାଜ୍ୟରେ ଅନେକ ଅଞ୍ଚଳରେ କରୋନା ପ୍ରକୋପ ଜାରି ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏହାର ମୁକାବିଲା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ଆଜି ପଶ୍ଚିମ ଓଡିଶାରେ କୋଭିଡ ପ୍ୟାକେଜ୍ ଘୋଷଣା କରିବାକୁ ଯାଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୧ଟି ଜିଲ୍ଲା ପାଇଁ କୋଭିଡ ପ୍ୟାକେଜ୍ ଘୋଷଣା କରିବେ ନବୀନ । କରୋନା ମହାମାରୀ ବିରୋଧ ଲଢେଇ ପାଇଁ ମୁଖ୍ୟମନ୍ତ୍ରୀ ଏକ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ । ଆଜି ସନ୍ଧ୍ୟା ୫ଟା ୩୦ ମିନିଟରେ ଏହାର ଘୋଷଣା କରିବେ ବୋଲି ସିଏମଓ କାର୍ଯ୍ୟାଳୟରୁ ସୂଚନା ମିଳିଛି ।

Subscribe to our newsletter
Subscribe to our newsletter
Sign up here to get the latest news, updates and special offers delivered directly to your inbox.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More

×