କଂଗ୍ରେସରେ ଯୋଗ ଦେଇଛନ୍ତି ଅସିତ୍ ପଟ୍ଟନାୟକ। ଭଦ୍ରକ ନିର୍ବାଚନ ମଣ୍ଡଳୀରୁ ଅସିତ ବିଜେଡିରୁ ଟିକଟ ଆଶାୟୀ ଥିଲେ । ୨୦୧୯ ଓ ୨୦୨୪ରେ ନିରାଶ ହେବା ପରେ କଂଗ୍ରେସରେ ଯୋଗ ଦେଇଛନ୍ତି । ଅସିତ୍ ପଟ୍ଟନାୟକ ଭଦ୍ରକ ବିଧାନସଭା ଆସନରୁ ଟିକେଟ୍ ଆଶାୟୀ ଥିଲେ। କିନ୍ତୁ ଦଳ ତାଙ୍କ ଟିକେଟ୍ ନ ଦେଇ ଭଣ୍ଡାରୀପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କୁ ଭଦ୍ରକରୁ ଟିକେଟ୍ ଦେଇଛି। ଯାହାଫଳରେ ସେ ନିରାଶ ହୋଇ କଂଗ୍ରେସ୍ କ୍ୟାମ୍ପକୁ ଆସିଛନ୍ତି। ନିଜ ସମର୍ଥକଙ୍କ ସହ ପିସିସି ସଭାପତି ଶରତ ପଟ୍ଟନାୟକ, ପ୍ରଚାର କମିଟି ଅଧ୍ୟକ୍ଷ, ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗ ଦେଇଛନ୍ତି ଅସିତ୍। କଂଗ୍ରେସରେ ସାମିଲ ହେଉ ହେଉ ସେ ଗୁରୁତର ଅଭିଯୋଗ ଆଣି ବିଜେପି, ବିଜେଡି ଉପରେ ବର୍ଷିଛନ୍ତି ।
ତାଜା ଖବର
ବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।ମନମୋହନ ସିଂହଙ୍କ ପରଲୋକ