ପିପିଲି: ପିପିଲିରେ ନିର୍ବାଚନ ପ୍ରଚାର ବେଳେ ହିଂସାକାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ରାଲିରେ ଯିବାବେଳେ ବିଜେପି କର୍ମୀଙ୍କୁ ବିଜେଡି କର୍ମୀ ଆକ୍ରମଣ କରିବା ସହ ଗାଡ଼ି ଭଙ୍ଗାରୁଜା କରିଥିବା ଅଭିଯୋଗ ହୋଇଛି। ପିପିଲି ଥାନା ଅନ୍ତର୍ଗତ ରାଇଗିରିପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ଆସିଛି। ରାଲିରେ ବିଜେପି ବିଧାୟକ ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ଉପସ୍ଥିତ ଥିଲେ।
ତାଜା ଖବର
ପୁରୀ ରଥଯାତ୍ରାରେ ଧାର୍ମିକ ଓ ଆଧ୍ୟାତ୍ମିକ ରଙ୍ଗ, ତିନି ଠାକୁରଙ୍କ ଶୁଭ ଯାତ୍ରାବିଧାନସଭାରୁ ବଜେଟ ଅପଡେଟ୍ଆଜିଠାରୁ ମାଘ ସପ୍ତମୀ ମେଳା ।ଆଜିଠୁ ଉତ୍କର୍ଷ ଓଡ଼ିଶା ମେକ ଇନ୍ ଓଡ଼ିଶା କନକ୍ଲେଭଭୁବନେଶ୍ଵର ଏୟାରପୋର୍ଟରୁ ୪ କୋଟିର ନିଶା ଦ୍ରବ୍ୟ ଜବତଆଜି ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବେ ରାଷ୍ଟ୍ରପତିମହାକାଶରେ ଗଜା ହୋଇଥିବା ଝୁଡଙ୍ଗ ମଞ୍ଜିର ଭିଡିଓ ଜାରି କଲା ଇସ୍ରୋଆଉ ୨ ଜଣ ଶିଶୁ HMPV ପଜିଟିଭ୍ ଚିହ୍ନଟ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ ହରିବାବୁ କମ୍ଭମପତିମହାକାଶରେ ସ୍ପେସ୍ ଡକିଂ ଏକ୍ସପେରିମେଣ୍ଟ କରିବ ଇସ୍ରୋ ।